1 ବଂଶାବଳୀ 27:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaଓଡିଆ ବାଇବେଲ14 ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaପବିତ୍ର ବାଇବଲ14 ବନାୟ ଏକାଦଶତମ ସେନାଧ୍ୟକ୍ଷ ଥିଲେ। ବନାୟ ଏକାଦଶ ମାସର ସେନାଧ୍ୟକ୍ଷ ଥିଲେ। ବନାୟ ପିରିୟାଥୋରୁ ଆସିଥିଲେ। ବନାୟ ଇଫ୍ରୟିମ ପରିବାରବର୍ଗରୁ ଆସିଥିଲେ। ବନାୟଙ୍କ ଦଳରେ 24,000 ଲୋକ ଥିଲେ। Viz kapitola |