1 ବଂଶାବଳୀ 27:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ତଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ। Viz kapitolaଓଡିଆ ବାଇବେଲ23 ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ। Viz kapitolaପବିତ୍ର ବାଇବଲ23 ଦାଉଦ ଇସ୍ରାଏଲର ଲୋକମାନଙ୍କୁ ଗଣିବା ନିମନ୍ତେ ସ୍ଥିର କଲେ। ସେଠାରେ ବହୁତ ଅଧିକ ଲୋକ ଥିଲେ, କାରଣ ପରମେଶ୍ୱର ପ୍ରତିଜ୍ଞା କରିଥିଲେ ଯେ, ସେ ଇସ୍ରାଏଲର ଲୋକମାନଙ୍କୁ ଆକାଶର ତାରାଗଣ ତୁଲ୍ୟ ଅଗଣ୍ୟ କରିବେ। ତେଣୁ ଦାଉଦ କେବଳ 20 ବର୍ଷ ବୟସ୍କ ଓ ତତୁର୍ଦ୍ଧ୍ୱ ବୟସର ଲୋକଙ୍କୁ ଗଣନା କଲେ। Viz kapitola |