1 ବଂଶାବଳୀ 27:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଦ୍ଵିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaଓଡିଆ ବାଇବେଲ4 ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaପବିତ୍ର ବାଇବଲ4 ଦୋଦୟ ଦ୍ୱିତୀୟ ମାସ ନିମନ୍ତେ ସୈନ୍ୟଦଳର ଦାୟିତ୍ୱରେ ଥିଲେ। ସେ ଅହୋଦୀୟରୁ ଆସିଥିଲେ। ଦୋଦୟଙ୍କ ଦଳରେ 24,000 ଲୋକ ଥିଲେ। Viz kapitola |