1 ବଂଶାବଳୀ 28:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର। Viz kapitolaଓଡିଆ ବାଇବେଲ10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।” Viz kapitolaପବିତ୍ର ବାଇବଲ10 ଶଲୋମନ, ସଦାପ୍ରଭୁ ଯେ ତୁମ୍ଭକୁ ତାଙ୍କରି ପବିତ୍ର ସ୍ଥାନର ମନ୍ଦିର ନିର୍ମାଣ କରିବା ନିମନ୍ତେ ମନୋନୀତ କରିଅଛନ୍ତି, ଏହା ତୁମ୍ଭର ବୁଝିବା ଉଚିତ୍। ଶକ୍ତିଶାଳୀ ହୁଅ ଏବଂ ଏହା କର।” Viz kapitola |