1 ବଂଶାବଳୀ 28:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ଵରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯେବେ ତୁମ୍ଭେ ତାହାଙ୍କର ଅନ୍ଵେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯେବେ ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ। Viz kapitolaଓଡିଆ ବାଇବେଲ9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ। Viz kapitolaପବିତ୍ର ବାଇବଲ9 “ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ। Viz kapitola |