1 ବଂଶାବଳୀ 29:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ। Viz kapitolaଓଡିଆ ବାଇବେଲ16 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ। Viz kapitolaପବିତ୍ର ବାଇବଲ16 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ଆମ୍ଭେମାନେ ଏହି ସମସ୍ତ ବସ୍ତୁ ତୁମ୍ଭର ମନ୍ଦିର ନିର୍ମାଣ କରିବା ନିମନ୍ତେ ଏକତ୍ର କରିଅଛୁ। ଆମ୍ଭେମାନେ ତୁମ୍ଭ ନାମକୁ ସମ୍ମାନ ଦେବା ନିମନ୍ତେ ଏହି ମନ୍ଦିର ନିର୍ମାଣ କରୁଅଛୁ। କିନ୍ତୁ ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆସେ, ଓ ସକଳ ବସ୍ତୁ ତୁମ୍ଭର ଅଟେ। Viz kapitola |