1 ବଂଶାବଳୀ 29:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ ସେହି ଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ ସେହିଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନ ପାନ କଲେ। ପୁଣି ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ଵିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ। Viz kapitolaଓଡିଆ ବାଇବେଲ22 ଆଉ ସେହିଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନ ପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ। Viz kapitolaପବିତ୍ର ବାଇବଲ22 ସେହି ଦିନ ଲୋକମାନେ ସଦାପ୍ରଭୁଙ୍କ ସହିତ ଏକତ୍ର ଭୋଜନ ଓ ପାନ କରି ଅତି ଆନନ୍ଦିତ ହେଲେ। ଆଉ, ସେମାନେ ଦାଉଦଙ୍କ ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ନିମନ୍ତେ ରାଜା କଲେ। ସେମାନେ ଶଲୋମନଙ୍କୁ ରାଜାରୂପେ ଅଭିଷିକ୍ତ କଲେ ଓ ସେମାନେ ସାଦୋକଙ୍କୁ ଯାଜକରୂପେ ଅଭିଷିକ୍ତ କଲେ। ସଦାପ୍ରଭୁ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ସେମାନେ ଏହିପରି କଲେ। Viz kapitola |