Online Bible

- Reklamy -

1 ବଂଶାବଳୀ 29:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।

Viz kapitola kopírovat

ଓଡିଆ ବାଇବେଲ

ପବିତ୍ର ବାଇବଲ

23 ଏହା ପରେ ଶଲୋମନ ସଦାପ୍ରଭୁଙ୍କ ସିଂହାସନରେ ରାଜାରୂପେ ବସିଲେ। ଶଲୋମନ ତାଙ୍କ ପିତାଙ୍କ ସ୍ଥାନ ନେଲେ। ଶଲୋମନ ଅତ୍ୟନ୍ତ ସଫଳ ହେଲେ। ଇସ୍ରାଏଲର ସମସ୍ତ ଲୋକ ଶଲୋମନଙ୍କର ବାଧ୍ୟ ହେଲେ।

Viz kapitola kopírovat

1 ବଂଶାବଳୀ 29:23

Následuj nás:

Reklamy

Reklamy