1 ବଂଶାବଳୀ 29:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହିଁ ସଙ୍ଗେ ତାଙ୍କର ରାଜ୍ୟଶାସନ ଓ ତାଙ୍କର ପରାକ୍ରମ, ପୁଣି ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି। Viz kapitolaଓଡିଆ ବାଇବେଲ30 ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି। Viz kapitolaପବିତ୍ର ବାଇବଲ30 ଦାଉଦ ଇସ୍ରାଏଲର ରାଜା ରୂପେ ଯେଉଁ ସମସ୍ତ ବିଷୟ କରିଥିଲେ, ସେହି ଲେଖାଗୁଡ଼ିକ ତାହାର ବିବରଣୀ ପ୍ରଦାନ କରେ। ସେହି ଲେଖାଗୁଡ଼ିକ ଦାଉଦଙ୍କ ପରାକ୍ରମ ଓ ତାଙ୍କ ପ୍ରତି ଘଟିତ ସକଳ ବିଷୟ ବର୍ଣ୍ଣନା କରେ। ଆଉ ସେଗୁଡ଼ିକ ଇସ୍ରାଏଲ ଓ ତାହାର ଚତୁର୍ଦ୍ଦିଗରେ ଥିବା ରାଜ୍ୟଗୁଡ଼ିକ ପ୍ରତି ଘଟିଥିବା ସକଳ ବିଷୟ ବର୍ଣ୍ଣନା କରେ। Viz kapitola |