1 ବଂଶାବଳୀ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; Viz kapitolaଓଡିଆ ବାଇବେଲ2 ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; Viz kapitolaପବିତ୍ର ବାଇବଲ2 ତୃତୀୟ ପୁତ୍ର ଥିଲେ ଅବଶାଲୋମ୍। ତାଙ୍କର ମାତା ମାଖା ତଲ୍ମୟଙ୍କର ଝିଅ ଥିଲେ। ଏହି ତଲ୍ମୟ ଗଶୂରର ରାଜା ଥିଲେ। ଚତୁର୍ଥ ପୁତ୍ର ଥିଲେ ଅଦୋନୀୟ। ତାଙ୍କର ମାତା ଥିଲେ ହଗୀତ୍। Viz kapitola |