1 ବଂଶାବଳୀ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ। Viz kapitolaଓଡିଆ ବାଇବେଲ14 ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ। Viz kapitolaପବିତ୍ର ବାଇବଲ14 ମିୟୋନୋଥୟ ଅଫ୍ରାଙ୍କର ପିତା ଥିଲେ। ଏବଂ ସରାୟ ଯୋୟାବଙ୍କର ପିତା ଥିଲେ। ଯୋୟାବ କାରିଗର ଉପତ୍ୟକା ସହରର ପ୍ରତିଷ୍ଠାତା ଥିଲେ। ଏହି ସହର କାରିଗର ଉପତ୍ୟକା ନାମରେ ଡକାଯାଏ। ସେହି ସ୍ଥାନର ଅଧିବାସୀମାନେ ଏହି ନାମ ବ୍ୟବହାର କରୁଥିଲେ। କାରଣ ଏହାର ଲୋକମାନେ ଖୁବ୍ ଦକ୍ଷ କାରିଗର ଥିଲେ। Viz kapitola |