Online Bible

- Reklamy -




1 ବଂଶାବଳୀ 4:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ବାଲ୍‍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ବାଲ୍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।

Viz kapitola kopírovat

ଓଡିଆ ବାଇବେଲ

33 ପୁଣି, ବାଲ୍‍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ-ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।

Viz kapitola kopírovat

ପବିତ୍ର ବାଇବଲ

33 ବାଲ୍ ପରି କେତୋଟି ସୁଦୂରବର୍ତ୍ତୀ ଗ୍ରାମ ମଧ୍ୟ ଥିଲା। ଏହିସବୁ ସ୍ଥାନରେ ସେମାନେ ବାସ କରୁଥିଲେ। ଆହୁରି ମଧ୍ୟ ସେମାନେ ନିଜର ପରିବାରର ଇତିହାସ ଲେଖି ରଖୁଥିଲେ।

Viz kapitola kopírovat




1 ବଂଶାବଳୀ 4:33

Následuj nás:

Reklamy


Reklamy