1 ବଂଶାବଳୀ 4:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)43 ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଅଦ୍ୟାପି ସେମାନେ ସେଠାରେ ଅଛନ୍ତି। Viz kapitolaଓଡିଆ ବାଇବେଲ43 ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି। Viz kapitolaପବିତ୍ର ବାଇବଲ43 ସେଠାରେ କେବଳ ଅଳ୍ପମାତ୍ର ଅମାଲେକୀୟ ଲୋକ ରହିଲେ। ଆଉ ଏହି ଶିମିୟୋନୀୟ ଲୋକମାନେ ସେମାନଙ୍କୁ ବଧ କଲେ। ସେହି ସମୟଠାରୁ ଆଜି ପର୍ଯ୍ୟନ୍ତ ଶିମିୟୋନୀୟ ଲୋକମାନେ ସେୟୀରରେ ବସବାସ କରି ଆସିଅଛନ୍ତି। Viz kapitola |