1 ବଂଶାବଳୀ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ। Viz kapitolaଓଡିଆ ବାଇବେଲ9 ପୁଣି, ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ। Viz kapitolaପବିତ୍ର ବାଇବଲ9 ଯାବେଷ୍ ତାଙ୍କର ଭ୍ରାତାମାନଙ୍କ ଅପେକ୍ଷା ଅଧିକ ସମ୍ମାନିତ ହେଲେ। ତାଙ୍କର ମାତା କହିଲେ, “ମୁଁ ତାହାର ନାମ ଯାବେଷ୍ ଦେଇଅଛି, କାରଣ ତାହାକୁ ଜନ୍ମ ଦେବା ସମୟରେ ମୋତେ ଅତିଶୟ ଯନ୍ତ୍ରଣା ହୋଇଥିଲା।” Viz kapitola |