1 ବଂଶାବଳୀ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ଶାଉଲଙ୍କର ସମୟରେ ସେମାନେ ହାଗରୀୟ-ମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ଵୁରେ ଗିଲୀୟଦ ଦେଶର ପୂର୍ବଦିଗରେ ସର୍ବତ୍ର ବାସ କଲେ। Viz kapitolaଓଡିଆ ବାଇବେଲ10 ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ। Viz kapitolaପବିତ୍ର ବାଇବଲ10 ଶାଉଲ ରାଜା ଥିବା ସମୟରେ ବେଲାଙ୍କ ବଂଶଧରମାନେ ହାଗରୀୟ ଲୋକଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସେମାନେ ହାଗରୀୟ ଲୋକମାନଙ୍କୁ ପରାସ୍ତ କଲେ। ସେମାନେ ତମ୍ବୁ ଗୃହରେ ବାସ କରୁଥିଲେ ଓ ଗିଲିୟଦର ପୂର୍ବ ପାର୍ଶ୍ୱସ୍ଥ ସ୍ଥାନ ଗୁଡ଼ିକରେ ଭ୍ରମଣ କରୁଥିଲେ। Viz kapitola |