1 ବଂଶାବଳୀ 6:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ପୁଣି ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ଵୁରୂପ ଆବାସ ସମ୍ମୁଖରେ ଗାନ ଦ୍ଵାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ଵ ସ୍ଵ ପଦରେ ସେବା କଲେ। Viz kapitolaଓଡିଆ ବାଇବେଲ32 ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ। Viz kapitolaପବିତ୍ର ବାଇବଲ32 ଏହି ବ୍ୟକ୍ତିମାନେ ପବିତ୍ର ତମ୍ବୁ ମଧ୍ୟରେ ସଙ୍ଗୀତ ଗାନ କରି ସେବାକାର୍ଯ୍ୟ କଲେ। ଏହି ପବିତ୍ର ତମ୍ବୁକୁ ସମାଗମ-ତମ୍ବୁ ବୋଲି ମଧ୍ୟ କୁହା ଯାଉଥିଲା। ଶଲୋମନ ଯିରୁଶାଲମରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ପର୍ଯ୍ୟନ୍ତ ଏହି ବ୍ୟକ୍ତିମାନେ ସେବାକାର୍ଯ୍ୟ କଲେ। ସେମାନଙ୍କ କାର୍ଯ୍ୟ ନିମନ୍ତେ ସେମାନଙ୍କୁ ଦିଆଯାଇଥିବା ନିୟମାବଳୀକୁ ସୂଗ୍ଭରୁରୂପେ ପାଳନ କରି ସେମାନେ ସେବାକାର୍ଯ୍ୟ କଲେ। Viz kapitola |