1 ବଂଶାବଳୀ 6:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା, Viz kapitolaପବିତ୍ର ବାଇବଲ (Re-edited) - (BSI)54 ଆଉ ସେମାନଙ୍କ ସ୍ଵ ସ୍ଵ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା, Viz kapitolaଓଡିଆ ବାଇବେଲ54 ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା, Viz kapitolaପବିତ୍ର ବାଇବଲ54 ଏହି ସମସ୍ତ ସ୍ଥାନରେ ହାରୋଣଙ୍କ ବଂଶଧରମାନେ ବାସ କଲେ। ସେମାନଙ୍କୁ ଦତ୍ତ ହୋଇଥିବା ଦେଶରେ ସେମାନେ ଛାଉଣି ମଧ୍ୟରେ ବାସ କଲେ। ଲେବୀୟ ଲୋକମାନଙ୍କୁ ଦିଆଯାଇଥିବା ଦେଶରେ କହାତୀୟମାନେ ପ୍ରଥମ ଅଂଶ ପାଇଲେ। Viz kapitola |