1 ବଂଶାବଳୀ 6:63 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍-ବଂଶଠାରୁ ଓ ଗାଦ୍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)63 ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ଵାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା। Viz kapitolaଓଡିଆ ବାଇବେଲ63 ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା। Viz kapitolaପବିତ୍ର ବାଇବଲ63 ମରାରି ବଂଶର ପରିବାରବର୍ଗକୁ ବାର ଗୋଟି ନଗର ପ୍ରାପ୍ତ ହେଲା। ସେମାନେ ରୁବେନ୍, ଗାଦ୍, ସବୁଲୂନର ଗୋଷ୍ଠୀଠାରୁ ସେହି ସମସ୍ତ ନଗର ପ୍ରାପ୍ତ ହେଲେ। ସେମାନେ ଗୁଲିବାଣ୍ଟଦ୍ୱାରା ସେହି ନଗରସବୁ ପ୍ରାପ୍ତ କଲେ। Viz kapitola |