Online Bible

- Reklamy -




1 ବଂଶାବଳୀ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ବେଖରର ପୁତ୍ରଗଣ; ସମୀର୍‍, ଯୋୟାଶ୍‍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍‍, ଅବୀୟ, ଅନାଥୋତ୍‍ ଓ ଆଲେମତ୍‍। ଏସମସ୍ତେ ବେଖରର ସନ୍ତାନ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆଉ ବେଖରର ପୁତ୍ରଗଣ; ସମୀର୍ ଓ ଯୋୟାଶ୍ ଓ ଇଲୀୟେଷର୍ ଓ ଇଲୀୟୋ-ଐନୟ ଓ ଅମ୍ରି ଓ ଯିରେମୋତ୍ ଓ ଅବୀୟ ଓ ଅନାଥୋତ୍ ଓ ଆଲେମତ୍। ଏ ସମସ୍ତେ ବେଖରର ସନ୍ତାନ।

Viz kapitola kopírovat

ଓଡିଆ ବାଇବେଲ

8 ଆଉ ବେଖରର ପୁତ୍ରଗଣ; ସମୀର୍‍, ଯୋୟାଶ୍‍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍‍, ଅବୀୟ, ଅନାଥୋତ୍‍ ଓ ଆଲେମତ୍‍। ଏ ସମସ୍ତେ ବେଖରର ସନ୍ତାନ।

Viz kapitola kopírovat

ପବିତ୍ର ବାଇବଲ

8 ବେଖରଙ୍କର ପୁତ୍ରମାନେ ଥିଲେ: ସମୀର, ଯୋୟାଶ, ଇଲୀୟେଷର, ଇଲିୟୋ-ଐନୟ, ଅମ୍ରି, ଯିରେମୋତ୍, ଅବିୟ, ଅନାଥୋତ୍ ଓ ଆଲେମତ୍। ଏମାନେ ସମସ୍ତେ ବେଖରର ସନ୍ତାନ ଥିଲେ।

Viz kapitola kopírovat




1 ବଂଶାବଳୀ 7:8

Následuj nás:

Reklamy


Reklamy