Online Bible

- Reklamy -




1 ବଂଶାବଳୀ 9:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାର ଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଦ୍ଵାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାରଜଣ; ଏମାନଙ୍କ ଗ୍ରାମସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

22 ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାରଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ

22 ପ୍ରବେଶ ଦ୍ୱାରର ଦ୍ୱାରପାଳ ନିମନ୍ତେ ସମୁଦାୟ 212 ଜଣ ଲୋକଙ୍କୁ ମନୋନୀତ କରାଯାଇଥିଲା। ସେମାନଙ୍କର ନାମ ସେମାନଙ୍କ ପରିବାର ଇତିହାସରେ ଓ ସେମାନଙ୍କ ଗ୍ରାମଗୁଡ଼ିକରେ ଲେଖାଯାଇଅଛି। ଦାଉଦ ଓ ଦର୍ଶକ ଶାମୁୟେଲ ସେମାନଙ୍କୁ ସେହି ଜାଗାରେ ନିଯୁକ୍ତ କରିଥିଲେ। କାରଣ ସେମାନେ ବିଶ୍ୱସ୍ତ ଥିଲେ।

Viz kapitola kopírovat




1 ବଂଶାବଳୀ 9:22

Následuj nás:

Reklamy


Reklamy