Online Bible

- Reklamy -




1 ବଂଶାବଳୀ 9:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଆଉ ସେମାନେ ପରମେଶ୍ଵରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ଵାର ଫିଟାଇବାର କାର୍ଯ୍ୟ ଥିଲା।

Viz kapitola kopírovat

ଓଡିଆ ବାଇବେଲ

27 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।

Viz kapitola kopírovat

ପବିତ୍ର ବାଇବଲ

27 ସେମାନେ ସାରା ରାତ୍ରି ପରମେଶ୍ୱରଙ୍କ ମନ୍ଦିରକୁ ଜଗି ରହୁଥିଲେ। ଆଉ ପ୍ରତିଦିନ ପ୍ରଭାତରେ ପରମେଶ୍ୱରଙ୍କ ମନ୍ଦିରର ଦ୍ୱାର ଖୋଲିବା ସେମାନଙ୍କର କାର୍ଯ୍ୟ ଥିଲା।

Viz kapitola kopírovat




1 ବଂଶାବଳୀ 9:27

Následuj nás:

Reklamy


Reklamy