Online Bible

- Reklamy -




1 ବଂଶାବଳୀ 9:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ ଓ ସକଳ ପାତ୍ର ଓ ସରୁ ମଇଦା ଓ ଦ୍ରାକ୍ଷାରସ ଓ ତୈଳ ଓ କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷାକାର୍ଯ୍ୟରେ ନିଯୁକ୍ତ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

29 ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

29 ଅନ୍ୟ ଦ୍ୱାରପାଳମାନେ କାଠ ଆସବାବପତ୍ର ଓ ବିଶେଷ ପାତ୍ରଗୁଡ଼ିକର ଯତ୍ନ ନେବା ନିମନ୍ତେ ମନୋନୀତ ହୋଇଥିଲେ। ଆହୁରି ମଧ୍ୟ ସେମାନେ ମଇଦା, ଦ୍ରାକ୍ଷାରସ, ତୈଳ, ସୁଗନ୍ଧଦ୍ରବ୍ୟ ଓ ବିଶେଷ ତୈଳର ଯତ୍ନ ନେଉଥିଲେ।

Viz kapitola kopírovat




1 ବଂଶାବଳୀ 9:29

Následuj nás:

Reklamy


Reklamy