1 ବଂଶାବଳୀ 9:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ଵାନ୍ନ-ତତ୍ତ୍ଵାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା। Viz kapitolaଓଡିଆ ବାଇବେଲ31 ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା। Viz kapitolaପବିତ୍ର ବାଇବଲ31 ମତ୍ତଥିୟ ନାମକ ଜଣେ ଲେବୀୟ ଥିଲେ, ଯିଏ କି ନୈବେଦ୍ୟ ନିମନ୍ତେ ବ୍ୟବହୃତ ହେଉଥିବା ରୋଟୀ ସେକିବାର କାର୍ଯ୍ୟ କରୁଥିଲେ। ମତ୍ତଥିୟ ଶଲ୍ଲୁମ୍ଙ୍କର ଜ୍ୟେଷ୍ଠ ପୁତ୍ର ଥିଲେ। ଶଲ୍ଲୁମ୍ କୋରହ ବଂଶଜ ଥିଲେ। Viz kapitola |