1 ବଂଶାବଳୀ 9:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ-ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୋଟୀ ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ। Viz kapitolaଓଡିଆ ବାଇବେଲ32 ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ-ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ। Viz kapitolaପବିତ୍ର ବାଇବଲ32 କୋରହ ବଂଶଜ କେତେ ଜଣ ଦ୍ୱାରପାଳ ପ୍ରତ୍ୟେକ ବିଶ୍ରାମବାରରେ ମେଜ ଉପରେ ପରିବେଶିତ ହେଉଥିବା ରୋଟୀ ପ୍ରସ୍ତୁତ କରିବାର କାର୍ଯ୍ୟ କରୁଥିଲେ। Viz kapitola |