1 ବଂଶାବଳୀ 9:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି ଲେବୀୟମାନଙ୍କ ପିତୃବଂଶପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା। Viz kapitolaଓଡିଆ ବାଇବେଲ33 ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା। Viz kapitolaପବିତ୍ର ବାଇବଲ33 ସେହି ଲେବୀୟ ଗାୟକଗଣ ସେମାନଙ୍କର ପରିବାରର ମୁଖ୍ୟ ଥିଲେ ଏବଂ ସେମାନେ ମନ୍ଦିର ମଧ୍ୟରେ ଥିବା କୋଠରୀଗୁଡ଼ିକରେ ରହୁଥିଲେ। ସେମାନେ ଅନ୍ୟ କାର୍ଯ୍ୟରୁ ମୁକ୍ତ ଥିଲେ। କାରଣ ଦିନରାତି ମନ୍ଦିରର କାର୍ଯ୍ୟ କରିବା ଦାୟିତ୍ୱ ସେମାନଙ୍କ ଉପରେ ଥିଲା। Viz kapitola |