Online Bible

- Reklamy -




1 ବଂଶାବଳୀ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଯିରୋହମର ପୁତ୍ର ଯିବ୍‍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍‍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍‍;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷୀର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫ୍ଟୀୟର ପୁତ୍ର ମଶୁଲ୍ଲମ୍;

Viz kapitola kopírovat

ଓଡିଆ ବାଇବେଲ

8 ଆଉ ଯିରୋହମର ପୁତ୍ର ଯିବ୍‍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍‍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍‍;

Viz kapitola kopírovat

ପବିତ୍ର ବାଇବଲ

8 ଯି‌ବ୍‌ନିୟ ଯିରୋହମଙ୍କ ପୁତ୍ର ଥିଲେ। ଏଲା ଉଷିଙ୍କ ପୁତ୍ର ଥିଲେ। ଉଷି ମିଖ୍ରିଙ୍କ ପୁତ୍ର ଥିଲେ। ମଶୁଲ୍ଲମ ଶଫଟିୟଙ୍କ ପୁତ୍ର ଥିଲେ। ଶଫଟିୟ ରୂୟେଲଙ୍କ ପୁତ୍ର ଥିଲେ ଏବଂ ରୂୟେଲ ଇ‌ବ୍‌ନିୟଙ୍କ ପୁତ୍ର ଥିଲେ।

Viz kapitola kopírovat




1 ବଂଶାବଳୀ 9:8

Následuj nás:

Reklamy


Reklamy