୧ କରିନ୍ଥୀୟ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ? Viz kapitolaପବିତ୍ର ବାଇବଲ (Re-edited) - (BSI)13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ଵା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ? Viz kapitolaଓଡିଆ ବାଇବେଲ13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି ? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା ? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ ? Viz kapitolaପବିତ୍ର ବାଇବଲ (CL) NT (BSI)13 ଖ୍ରୀଷ୍ଟ କ’ଣ ବିଭକ୍ତ ହୋଇଛନ୍ତି? ପାଉଲ କ’ଣ ତୁମ୍ଭମାନଙ୍କ ପାଇଁ କ୍ରୁଶରେ ହତ ହୋଇଥିଲେ? ତୁମ୍ଭେମାନେ କ’ଣ ପାଉଲଙ୍କ ଶିଷ୍ୟ ରୂପେ ଜଳଦୀକ୍ଷା ଗ୍ରହଣ କରିଥିଲ? Viz kapitolaପବିତ୍ର ବାଇବଲ13 ଖ୍ରୀଷ୍ଟଙ୍କୁ ଭାଗଭାଗ କରାଯାଇ ନ ପାରେ। ପାଉଲ କ’ଣ ତୁମ୍ଭମାନଙ୍କ ପାଇଁ କ୍ରୁଶ ଉପରେ ପ୍ରାଣତ୍ୟାଗ କରିଥିଲେ କି? ନା! ତୁମ୍ଭେମାନେ କ’ଣ ପାଉଲଙ୍କ ନାମରେ ବାପ୍ତିଜିତ ହୋଇଛି? ନା! Viz kapitola |