୧ କରିନ୍ଥୀୟ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ, Viz kapitolaପବିତ୍ର ବାଇବଲ (Re-edited) - (BSI)14 କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ, Viz kapitolaଓଡିଆ ବାଇବେଲ14 କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ, Viz kapitolaପବିତ୍ର ବାଇବଲ (CL) NT (BSI)14 ଈଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି ଯେ କ୍ରିଷ୍ପ ଓ ଗାୟଙ୍କ ବ୍ୟତୀତ ତୁମ୍ଭମାନଙ୍କ ମଧ୍ୟରୁ ମୁଁ କାହାକୁ ଜଳଦୀକ୍ଷା ଦେଇ ନାହିଁ। Viz kapitolaପବିତ୍ର ବାଇବଲ14 ମୁଁ କ୍ରୀଷ୍ପ ଓ ଗାୟଙ୍କ ଛଡ଼ା ତୁମ୍ଭମାନଙ୍କ ମଧ୍ୟରୁ ଆଉ କାହାରିକୁ ବାପ୍ତିଜିତ ନ ଦେଇ ଥିବାରୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। Viz kapitola |