Online Bible

- Reklamy -




୧ କରିନ୍ଥୀୟ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କରିନାହାଁନ୍ତି, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କରିଅଛନ୍ତି; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ କ୍ରୁଶରେ ଖ୍ରୀଷ୍ଟଙ୍କ ମୃତ୍ୟୁ ବ୍ୟର୍ଥ ହୁଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କଲେ ନାହିଁ, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କଲେ; ତାହା ମଧ୍ୟ ବାକ୍ୟାଡ଼ମ୍ଵରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶ ବ୍ୟର୍ଥ ହୁଏ।

Viz kapitola kopírovat

ଓଡିଆ ବାଇବେଲ

17 କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କଲେ ନାହିଁ, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କଲେ; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶ ବ୍ୟର୍ଥ ହୁଏ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଜଳଦୀକ୍ଷା ଦେବା ପାଇଁ ଖ୍ରୀଷ୍ଟ ମୋତେ ପ୍ରେରଣ କରି ନାହାନ୍ତି। ସେ ମୋତେ ସୁସମାଚାର ପ୍ରଚାର କରିବାକୁ ପ୍ରେରଣ କରିଛନ୍ତି; ତାହା ମଧ୍ୟ ବାକ୍ୟାଡ଼ମ୍ବରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶର ଶକ୍ତି ଓ ପ୍ରଭାବ ବ୍ୟର୍ଥ ହୁଏ।

Viz kapitola kopírovat

ପବିତ୍ର ବାଇବଲ

17 ଖ୍ରୀଷ୍ଟ ମୋତେ ଲୋକମାନଙ୍କୁ ଡୁବନ କରିବା ଦାୟିତ୍ୱ ଦେଇ ନ ଥିଲେ। ସେ ମୋତେ ସୁସମାଗ୍ଭର ପ୍ରଗ୍ଭର କରିବା ଦାୟିତ୍ୱ ଦେଇ ଥିଲେ। କୌଣସି ପ୍ରକାର ଜାଗତିକ ଜ୍ଞାନର ପୂର୍ଣ୍ଣତାରେ ପ୍ରଭୁଙ୍କ ବାକ୍ୟ ପ୍ରଗ୍ଭର କରିବାକୁ ଖ୍ରୀଷ୍ଟ ମୋତେ ପଠାଇ ନ ଥିଲେ; ନଚେତ୍ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶରେ ଥିବା ମହାଶକ୍ତି ବ୍ୟର୍ଥ ହୋଇଯିବ।

Viz kapitola kopírovat




୧ କରିନ୍ଥୀୟ 1:17

Následuj nás:

Reklamy


Reklamy