୧ କରିନ୍ଥୀୟ 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କାରଣ ଈଶ୍ଵରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ଵାରା ଈଶ୍ଵରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ଵାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ଵର ସନ୍ତୁଷ୍ଟ ହେଲେ। Viz kapitolaଓଡିଆ ବାଇବେଲ21 କାରଣ ଈଶ୍ୱରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ଈଶ୍ୱର ତାଙ୍କ ମହାଜ୍ଞାନରେ ସ୍ଥିର କରିଥିଲେ ଯେ ମନୁଷ୍ୟ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ଜାଣିପାରିବ ନାହିଁ। ଅନ୍ୟ ପକ୍ଷରେ, ଆମେ ପ୍ରଚାର କରୁଥିବା ତଥାକଥିତ ନିର୍ବୋଧ ସୁସମାଚାରରେ ବିଶ୍ୱାସ କରୁଥିବା ଲୋକମାନଙ୍କୁ ଉଦ୍ଧାର କରିବା ପାଇଁ ଈଶ୍ୱର ମନସ୍ଥ କରିଛନ୍ତି। Viz kapitolaପବିତ୍ର ବାଇବଲ21 ପରମେଶ୍ୱର ଆପଣା ଜ୍ଞାନରେ ଏହା ଗ୍ଭହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳରେ ପରମେଶ୍ୱରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଗ୍ଭରକୁ ଜଗତ ମୂର୍ଖତା ବୋଲି କୁହେ, ସେହି ବାର୍ତ୍ତା ଯେଉଁମାନେ ବିଶ୍ୱାସ କରୁଛନ୍ତି, ତଦ୍ଦ୍ୱାରା ସେମାନଙ୍କୁ ଉଦ୍ଧାର କରିବାକୁ ଇଚ୍ଛା କଲେ। Viz kapitola |