୧ କରିନ୍ଥୀୟ 1:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)30 କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ଵରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ଵରୂପ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ30 କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)30 କିନ୍ତୁ ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରିଛନ୍ତି ଓ ସେହି ଖ୍ରୀଷ୍ଟଙ୍କୁ ହିଁ ଆମ୍ଭମାନଙ୍କ ଜ୍ଞାନ ସ୍ୱରୂପ କରିଛନ୍ତି। ତାଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଆମର ଯଥାର୍ଥ ସମ୍ପର୍କ ପୁନଃପ୍ରତିଷ୍ଠିତ ହୋଇଛି, ଆମେ ଧାର୍ମିକ ଓ ପବିତ୍ର ଲୋକ ହୋଇ ମୁକ୍ତି ପାଇଛୁ। Viz kapitolaପବିତ୍ର ବାଇବଲ30 କେବଳ ପରମେଶ୍ୱର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହେତୁ ଆମ୍ଭେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହୋଇଛୁ। Viz kapitola |