୧ କରିନ୍ଥୀୟ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ; Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହ-ଦାନରେ ଊଣା ପଡ଼ୁ ନାହଁ; Viz kapitolaଓଡିଆ ବାଇବେଲ7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ; Viz kapitolaପବିତ୍ର ବାଇବଲ (CL) NT (BSI)7 ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆବବିର୍ଭାବର ଅପେକ୍ଷାରେ ଥିବା ସମୟରେ ତୁମ୍ଭମାନଙ୍କର କୌଣସି ଆତ୍ମିକ ଆଶୀର୍ବାଦର ଅଭାବ ହୋଇ ନାହିଁ। Viz kapitolaପବିତ୍ର ବାଇବଲ7 ଅତଏବ ଯେତେବେଳେ ତୁମ୍ଭେମାନେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତେବେଳେ ତୁମ୍ଭେମାନେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ। Viz kapitola |