୧ କରିନ୍ଥୀୟ 10:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି? Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି? Viz kapitolaଓଡିଆ ବାଇବେଲ30 ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି ? Viz kapitolaପବିତ୍ର ବାଇବଲ (CL) NT (BSI)30 ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ଯେଉଁ ଖାଦ୍ୟ ଗ୍ରହଣ କରୁଛି, ସେହି ଖାଦ୍ୟ ପାଇଁ ମୋତେ କାହିଁକି କିଏ ସମାଲୋଚନା କରିବ?” Viz kapitolaପବିତ୍ର ବାଇବଲ30 କାରଣ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସାରି ଭୋଜନ କରିଥିବା ଯୋଗୁଁ ମୁଁ ସମାଲୋଚିତ ହେବା ଅନୁଚିତ୍। Viz kapitola |