Online Bible

- Reklamy -




୧ କରିନ୍ଥୀୟ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?

Viz kapitola kopírovat

ଓଡିଆ ବାଇବେଲ

13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କ'ଣ ଉପଯୁକ୍ତ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ତୁମ୍ଭେମାନେ ନିଜେ ବିବେଚନା କର। ସର୍ବସାଧାରଣ ଉପାସନାରେ ଅନାବୃତ ମସ୍ତକରେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବା, କ’ଣ ନାରୀ ପାଇଁ ଶୋଭନୀୟ?

Viz kapitola kopírovat

ପବିତ୍ର ବାଇବଲ

13 ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ୱରଙ୍କୁ ପ୍ରାର୍ଥନା କରିବା କ’ଣ ଉଚିତ୍ କି? ଏହା ତୁମ୍ଭେମାନେ ନିଜେ ନିର୍ଣ୍ଣୟ କର।

Viz kapitola kopírovat




୧ କରିନ୍ଥୀୟ 11:13

Následuj nás:

Reklamy


Reklamy