୧ କରିନ୍ଥୀୟ 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ବରଙ୍କ ମଣ୍ଡଳୀ-ସମୂହର ମଧ୍ୟ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ଵା ଈଶ୍ଵରଙ୍କ ମଣ୍ତଳୀସମୂହର ନାହିଁ। Viz kapitolaଓଡିଆ ବାଇବେଲ16 କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ୱରଙ୍କ ମଣ୍ଡଳୀସମୂହର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)16 ଯଦି ଏହି ବିଷୟରେ କେହି ଯୁକ୍ତିତର୍କ କରିବାକୁ ଇଚ୍ଛା କରେ, ତେବେ ତାକୁ ମୋର ଏତିକି ବକ୍ତବ୍ୟ, ଆମ ମଧ୍ୟରେ କିମ୍ବା ଈଶ୍ୱରଙ୍କ ଉପାସନା ମଣ୍ଡଳୀମାନଙ୍କରେ ଉପାସନା ସମ୍ପର୍କରେ ଅନ୍ୟ କୌଣସି ପ୍ରଥା ନାହିଁ। Viz kapitolaପବିତ୍ର ବାଇବଲ16 ଯଦି କିଏ ଏହି ବିଷୟରେ ଯୁକ୍ତିତର୍କ କରିବା ପାଇଁ ଇଚ୍ଛା କରେ, ତେବେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ଯ୍ୟକଳାପଠାରୁ ଆମ୍ଭେ ବା ପରମେଶ୍ୱରଙ୍କ ମଣ୍ଡଳୀ ସ୍ୱୀକୃତ ଦେବ ନାହିଁ। Viz kapitola |