୧ କରିନ୍ଥୀୟ 11:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ତଳୀ ସ୍ଵରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ଵାସ କରୁଅଛି। Viz kapitolaଓଡିଆ ବାଇବେଲ18 କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)18 ପ୍ରଥମତଃ, ମୁଁ ଖବର ପାଇଛି ଯେ, ଉପାସନାଳୟରେ ଏକ୍ରତିତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳ ଭେଦ ସୃଷ୍ଟି ହେଉଛି। ଏହା ଆଂଶିକ ଭାବରେ ସତ୍ୟ ବୋଲି ମୋର ବିଶ୍ୱାସ। Viz kapitolaପବିତ୍ର ବାଇବଲ18 ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭେମାନେ ମଣ୍ଡଳୀ ସଭାରେ ସମବେତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟେ। Viz kapitola |