୧ କରିନ୍ଥୀୟ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ। Viz kapitolaଓଡିଆ ବାଇବେଲ19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ । Viz kapitolaପବିତ୍ର ବାଇବଲ (CL) NT (BSI)19 (ଅବଶ୍ୟ ତୁମ୍ଭମାନଙ୍କ ମଧ୍ୟରେ ଦଳ ଭେଦ ଘଟିବ ଏବଂ ଏହି ସଂଘର୍ଷ ଫଳରେ କେଉଁମାନଙ୍କର ମତ ଯଥାର୍ଥ, ଜଣାପଡ଼ିବ।) Viz kapitolaପବିତ୍ର ବାଇବଲ19 କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ। Viz kapitola |