୧ କରିନ୍ଥୀୟ 11:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୋଟୀ ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ, Viz kapitolaଓଡିଆ ବାଇବେଲ23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)23 ଏ ସମ୍ପର୍କରେ ପ୍ରଭୁଙ୍କଠାରୁ ମୁଁ ଯେଉଁ ନିର୍ଦ୍ଦେଶ ପାଇଛି, ତୁମ୍ଭମାନଙ୍କୁ ଜଣାଉଛି। ପ୍ରଭୁ ଯୀଶୁ ଶତ୍ରୁମାନଙ୍କ ହାତରେ ସମର୍ପିତ ହେବା ରାତିରେ ରୋଟୀ ନେଇ ଈଶ୍ୱରଙ୍କ ଧନ୍ୟବାଦ କଲେ, Viz kapitolaପବିତ୍ର ବାଇବଲ23 ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କଠାରୁ ଗ୍ରହଣ କରିଥିଲି, ସେହି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଯେଉଁ ରାତ୍ରିରେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଧରାଇ ଦିଆଯାଇଥିଲା। ସେହି ରାତ୍ରିରେ ସେ ରୋଟୀ ନେଲେ ଓ ତା’ ପାଇଁ ଧନ୍ୟବାଦ ଦେଇଥିଲେ। Viz kapitola |