୧ କରିନ୍ଥୀୟ 11:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର। Viz kapitolaଓଡିଆ ବାଇବେଲ25 ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର । Viz kapitolaପବିତ୍ର ବାଇବଲ (CL) NT (BSI)25 ଭୋଜନ ପରେ ସେହିପରି ପାନପାତ୍ର ଉଠାଇ ସେ କହିଲେ, “ଏହି ପାନପାତ୍ର ମୋର ରକ୍ତରେ ପ୍ରତିଷ୍ଠିତ ଈଶ୍ୱରଙ୍କ ନୂତନ ନିୟମ। ତୁମ୍ଭେମାନେ ଯେତେ ଥର ଏହି ପାନପାତ୍ରରୁ ପାନ କରିବ, ସେତେ ଥର ମୋତେ ସ୍ମରଣ କରିବାକୁ ଏହା କରିବ।” Viz kapitolaପବିତ୍ର ବାଇବଲ25 ସେହିପରି ସେମାନେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ: “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭେମାନେ ଯେତେଥର ଏହି ପାତ୍ରକୁ ପାନ କରିବ, ମୋତେ ସ୍ମରଣ କରିବା ପାଇଁ ତାହା କରିବ।” Viz kapitola |