୧ କରିନ୍ଥୀୟ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ତନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ। Viz kapitolaଓଡିଆ ବାଇବେଲ6 କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)6 କୌଣସି ନାରୀ ଯଦି ତା’ ମସ୍ତକ ଆଚ୍ଛାଦନ କରିବାକୁ ନ ଚାହେଁ, ତେବେ ତା’ ମସ୍ତକର କେଶ କଟାଯାଉ। କିନ୍ତୁ କେଶ କଟା ହେବା କିମ୍ବା ମୁଣ୍ଡିତ ହେବା, ନାରୀ ପକ୍ଷରେ ଲଜ୍ଜାଜନକ ହୋଇଥିବାରୁ, ସେ ମସ୍ତକ ଆଚ୍ଛାଦନ କରିବା ଉଚିତ। Viz kapitolaପବିତ୍ର ବାଇବଲ6 ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା'ହେଲେ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍। Viz kapitola |