୧ କରିନ୍ଥୀୟ 12:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ଵାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ଵାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ। Viz kapitolaଓଡିଆ ବାଇବେଲ13 ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ । Viz kapitolaପବିତ୍ର ବାଇବଲ (CL) NT (BSI)13 ସେହିପରି ଇହୁଦୀ, ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ ନିର୍ବିଶେଷରେ ଆମେ ସମସ୍ତେ ଏକ ଆତ୍ମାଙ୍କ କର୍ତ୍ତୃକ ଜଳଦୀକ୍ଷାରେ ଦୀକ୍ଷିତ ହୋଇ ସେହି ଏକ ଶରୀରରେ ଅନ୍ତର୍ଭୁକ୍ତ ହୋଇଅଛୁ, ଏକ ଆତ୍ମାଙ୍କୁ ପାନ କରିଛୁ। Viz kapitolaପବିତ୍ର ବାଇବଲ13 ଆମ୍ଭ ଭିତରୁ କେତେକ ହେଉଛୁ ଯିହୂଦୀ, କେତେକ ଅଣଯିହୂଦୀ, ଆମ୍ଭ ଭିତରୁ କେତେକ କ୍ରୀତଦାସ ଓ କେତେକ ସ୍ୱାଧୀନ। କିନ୍ତୁ ଆମ୍ଭେମାନେ ସମସ୍ତେ ଗୋଟିଏ ଆତ୍ମା ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ପ୍ରାପ୍ତ ହୋଇ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ୟ ପ୍ରଦାନ କରାଯାଇଛି। Viz kapitola |