୧ କରିନ୍ଥୀୟ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ। Viz kapitolaଓଡିଆ ବାଇବେଲ15 ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)15 ପାଦ ଯଦି କୁହେ, “ମୁଁ ହାତ ନୁହେଁ, ତେଣୁ ଶରୀରର ଅଂଶବିଶେଷ ନୁହେଁ,” ତେବେ ଏହି କାରଣରୁ ତାହା ଶରୀର ଅନ୍ତର୍ଭୁକ୍ତ ନ ହୋଇ ରହିପାରିବ ନାହିଁ। Viz kapitolaପବିତ୍ର ବାଇବଲ15 ଯଦି ଗୋଡ଼ କୁହେ: “ମୁଁ ହାତ ନୁହେଁ, ଅତଏବ, ମୁଁ ଶରୀରର ଅଙ୍ଗ ନୁହେଁ।” କିନ୍ତୁ ଏହା କହିବା ଦ୍ୱାରା କ’ଣ ସେ ଶରୀରର ଅଙ୍ଗ ହୋଇ ରହିବ ନାହିଁ କି? Viz kapitola |