୧ କରିନ୍ଥୀୟ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ। Viz kapitolaଓଡିଆ ବାଇବେଲ16 ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)16 କାନ ଯଦି କୁହେ, “ମୁଁ ଆଖି ନୁହେଁ, ତେଣୁ ଶରୀରର ଅଂଶବିଶେଷ ନୁହେଁ”; ତେବେ ଏହି କାରଣରୁ ସେ ମଧ୍ୟ ଶରୀରରୁ ପୃଥକ୍ ହୋଇ ରହିପାରିବ ନାହିଁ। Viz kapitolaପବିତ୍ର ବାଇବଲ16 କାନ କହିପାରେ: “ମୁଁ ଆଖି ନୁହେଁ, ଅତଏବ ମୋର ଶରୀରର ଅଙ୍ଗ ନୁହେଁ,” କିନ୍ତୁ ଏହା କହିବା ଦ୍ୱାରା କ’ଣ ସେ ଶରୀରର ଅଙ୍ଗ ହୋଇ ରହିବ ନାହିଁ କି? Viz kapitola |