Online Bible

- Reklamy -




୧ କରିନ୍ଥୀୟ 12:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ଶରୀରର ଯେଉଁସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅସୁନ୍ଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,

Viz kapitola kopírovat

ଓଡିଆ ବାଇବେଲ

23 ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହି ସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ଶରୀରର ଯେଉଁ ଅଙ୍ଗଗୁଡ଼ିକୁ ଆମେ ବିଶେଷ ପ୍ରୟୋଜନ ବୋଲି ମନେକରୁ ନାହୁଁ, ସେଗୁଡ଼ିକର ଆମେ ଅଧିକ ଯତ୍ନ ନେଉ। ପୁଣି ଶରୀରର ଅସୁନ୍ଦର ଅଙ୍ଗଗୁଡ଼ିକ ପ୍ରତି ଆମେ ବିଶେଷ ମନୋଯୋଗୀ,

Viz kapitola kopírovat

ପବିତ୍ର ବାଇବଲ

23 ଶରୀରର ଯେଉଁ ଅଙ୍ଗଗୁଡ଼ିକୁ ଆମେ କମ୍ ଆଦରର ବୋଲି ଭାବୁ, ସେଗୁଡ଼ିକ ପ୍ରତି ଆମେ ଅଧିକ ଧ୍ୟାନ ଦେଉ। ଯେଉଁ ଅଙ୍ଗଗୁଡ଼ିକୁ ଅନ୍ୟମାନେ ନ ଦେଖନ୍ତୁ ବୋଲି ଆମେ ଗ୍ଭହୁଁ, ସେ ଅଙ୍ଗଗୁଡ଼ିକ ପ୍ରତି ଆମେ ବିଶେଷ ଧ୍ୟାନ ଦେଉ।

Viz kapitola kopírovat




୧ କରିନ୍ଥୀୟ 12:23

Následuj nás:

Reklamy


Reklamy