୧ କରିନ୍ଥୀୟ 12:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଦୁଃଖଭୋଗ କରନ୍ତି, କିମ୍ଵା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଆନନ୍ଦ କରନ୍ତି। Viz kapitolaଓଡିଆ ବାଇବେଲ26 ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତା'ର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତା'ର ସହିତ ଆନନ୍ଦ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)26 ଶରୀରର ଗୋଟିଏ ଅଙ୍ଗରେ ଯନ୍ତ୍ରଣା ହେଲେ, ଅନ୍ୟ ସମସ୍ତ ଅଙ୍ଗ ସେହି ଯନ୍ତ୍ରଣା ଅନୁଭବ କରନ୍ତି। ଗୋଟିଏ ଅଙ୍ଗ ଗୌରବାନ୍ୱିତ ହେଲେ, ଅନ୍ୟ ସମସ୍ତ ଅଙ୍ଗ ସେହି ଆନନ୍ଦର ଭାଗୀ ହୁଅନ୍ତି। Viz kapitolaପବିତ୍ର ବାଇବଲ26 ଯଦି ଶରୀରର ଗୋଟିଏ ଅଙ୍ଗ କଷ୍ଟ ପାଏ, ତା'ସହିତ ଶରୀରର ଅନ୍ୟ ଅଙ୍ଗଗୁଡ଼ିକ ମଧ୍ୟ କଷ୍ଟ ପା’ନ୍ତି। ଯଦି ଶରୀରର କୌଣସି ଅଙ୍ଗ ସମ୍ମାନ ପାଏ ଅନ୍ୟ ସମସ୍ତ ଅଙ୍ଗଗୁଡ଼ିକ ତାହା ସହିତ ଏକତ୍ର ହୋଇ ଆନନ୍ଦ କରନ୍ତି। Viz kapitola |