୧ କରିନ୍ଥୀୟ 12:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)30 ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି? Viz kapitolaଓଡିଆ ବାଇବେଲ30 ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି ? ସମସ୍ତେ କି ପରଭାଷାରେ କଥା କହନ୍ତି ? ସମସ୍ତେ କି ଭାଷାର ଅର୍ଥ କରନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)30 ସମସ୍ତେ ରୋଗ ସୁସ୍ଥ କରିବାକୁ, ବିଭିନ୍ନ ଭାଷାରେ କଥା କହବାକୁ ଏବଂ ସେ ସବୁର ଅର୍ଥ ବୁଝାଇବାକୁ ପାରିବେ ନାହିଁ। Viz kapitolaପବିତ୍ର ବାଇବଲ30 ସମସ୍ତେ କ’ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କ’ଣ ବିଭିନ୍ନ ଭାଷା କହନ୍ତି? ସମସ୍ତେ କ’ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି? Viz kapitola |