୧ କରିନ୍ଥୀୟ 12:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)31 କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକା; ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି। Viz kapitolaଓଡିଆ ବାଇବେଲ31 କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର । ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି । Viz kapitolaପବିତ୍ର ବାଇବଲ (CL) NT (BSI)31 ତୁମ୍ଭେମାନେ ଉକ୍ରୃଷ୍ଟ ଦାନଗୁଡ଼ିକ ପାଇବା ନିମନ୍ତେ ଉଦ୍ଯୋଗୀ ହୁଅ। ମୁଁ ତୁମ୍ଭମାନଙ୍କୁ ଏହାଠାରୁ ଉକ୍ରୃଷ୍ଟତର ଏକ ପନ୍ଥା ଦେଖାଇବି। Viz kapitolaପବିତ୍ର ବାଇବଲ31 କିନ୍ତୁ ତୁମ୍ଭେମାନେ ପ୍ରକୃତରେ ଆତ୍ମାଙ୍କ ଶ୍ରେଷ୍ଠ ଦାନଗୁଡ଼ିକ ପାଇବା ପାଇଁ ଏକାନ୍ତ ଚେଷ୍ଟା କରିବା ଉଚିତ୍। ଏବେ ମୁଁ ସମସ୍ତ ମାର୍ଗ ଅପେକ୍ଷା ଅତି ଉତ୍ତମ ମାର୍ଗ ଦେଖାଇବି। Viz kapitola |