୧ କରିନ୍ଥୀୟ 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହିସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକା; ଚେଷ୍ଟା କରୁଥିବାରୁ ମଣ୍ତଳୀର ନିଷ୍ଠା ନିମନ୍ତେ ସେହିସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର। Viz kapitolaଓଡିଆ ବାଇବେଲ12 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହି ସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର । Viz kapitolaପବିତ୍ର ବାଇବଲ (CL) NT (BSI)12 ତୁମ୍ଭେମାନେ ବିଭିନ୍ନ ଆତ୍ମିକଦାନ ପାଇବାକୁ ଆଗ୍ରହାନ୍ୱିତ ଥିବାରୁ, ତନ୍ମଧ୍ୟରୁ ଯେଉଁସବୁ ମଣ୍ଡଳୀର ପୁଷ୍ଟି ସାଧନ କରିପାରେ, ସେଗୁଡ଼ିକର ବହୁଳ ବ୍ୟବହାର ପାଇଁ ଚେଷ୍ଟା କର। Viz kapitolaପବିତ୍ର ବାଇବଲ12 ତୁମ୍ଭପାଇଁ ମଧ୍ୟ ଏହା ପ୍ରଜୁଜ୍ୟ। ତୁମ୍ଭେମାନେ ଆଧ୍ୟାତ୍ମିକ ଦାନ ପାଇବା ପାଇଁ ଅତି ଉତ୍ସୁକ। ଅତଏବ, ମଣ୍ଡଳୀର ନିଷ୍ଠା ନିମନ୍ତେ ଆତ୍ମିକ ଦାନ ସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର। Viz kapitola |