୧ କରିନ୍ଥୀୟ 14:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ଉନ୍ନତି ହୁଏ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ନିଷ୍ଠା ହୁଏ ନାହିଁ। Viz kapitolaଓଡିଆ ବାଇବେଲ17 ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ଉନ୍ନତି ହୁଏ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)17 ତୁମେ ଉତ୍ତମ ଭାବରେ ଈଶ୍ୱରଙ୍କୁ କୃତଜ୍ଞତା ଜଣାଉଥିଲେ ସୁଦ୍ଧା, ତାହା ଦ୍ୱାରା ସେହି ଲୋକଟି କୌଣସି ପ୍ରକାରେ ଉପକୃତ ହୋଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ17 ତୁମ୍ଭେମାନେ ପରମେଶ୍ୱରଙ୍କୁ ପ୍ରକୃତରେ ଭଲ ଭାବରେ ଧନ୍ୟବାଦ ଜଣାଉଛ, କିନ୍ତୁ ତା'ଦ୍ୱାରା ଅନ୍ୟ ଲୋକ ଆଧ୍ୟାତ୍ମିକ ଲାଭ ପାଉ ନାହିଁ। Viz kapitola |