୧ କରିନ୍ଥୀୟ 14:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି; Viz kapitolaପବିତ୍ର ବାଇବଲ (Re-edited) - (BSI)18 ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକରୂପେ ପରଭାଷାରେ କଥା କହେ ବୋଲି ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି; Viz kapitolaଓଡିଆ ବାଇବେଲ18 ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି; Viz kapitolaପବିତ୍ର ବାଇବଲ (CL) NT (BSI)18 ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି, କାରଣ ମୁଁ ତୁମ ସମସ୍ତଙ୍କଠାରେ ଅଧିକ ମାତ୍ରାରେ ଅଲୌକିକ ଭାଷା କହିପାରେ। Viz kapitolaପବିତ୍ର ବାଇବଲ18 ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ବିଭିନ୍ନ ଭାଷାଗୁଡ଼ିକରେ କଥା କହିବାର ଦାନ ପାଇଛି ବୋଲି ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି। Viz kapitola |